ଝାରସୁୁଗୁଡ଼ା(କେନ୍ଯୁଜ୍) : ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ଏୟାରପୋର୍ଟ। ଝାରସୁୁଗୁଡ଼ା ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମିତ କରାଯାଇଛି। ନାମକରଣ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ ମିଳିଛି। ଏନେଇ ଟ୍ଵିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍। ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମିତ କରାଯାଇଥିବାରୁ ରାଜ୍ୟବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ଜୁଏଲ୍ ଓରାମ୍।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…