ରାଜ୍ୟ

ଉପନିର୍ବାଚନ ପାଇଁ ବିଜେଡି ସୁପ୍ରିମୋଙ୍କ ଠାରୁ ଆଜି ଦଳୀୟ ଟିକେଟ ନେଲେ ଦୀପାଳି

ଭୁବନେଶ୍ୱର (କେନ୍ୟୁଜ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନବୀନ ନିବାସରୁ ଟିକେଟ ନେଇ ଫେରିବା ପରେ ଦୀପାଳିଙ୍କ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମୁଁ ମୁଖ୍ୟମନ୍ତ୍ରୀଙ୍କ ଆର୍ଶୀବାଦ ନେଇଛି । ବିଜୟ ନେଇ ମୁଁ ସମ୍ପୂର୍ଣ୍ଣ ଆଶାବାଦୀ । ଯେଉଁମାନେ କହୁଛନ୍ତି ଝାରସୁଗୁଡାର ବିକାଶ ହୋଇନି ସେମାନଙ୍କୁ ମୁଁ ଅନ୍ଧ ବୋଲି କହିବି । ଆମ ଅଞ୍ଚଳରେ ବିମାନ ବନ୍ଦରଠୁ ନେଇ ପାନୀୟ ଜଳ ଭଳି ଅନେକ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ହୋଇଛି  ।

ତେବେ ଆସନ୍ତା ୧୮ ତାରିଖରେ ସେ ନାମାଙ୍କନ ପତ୍ର ଦାଖଲ କରିବେ। ଦୀପାଳି ଦାସଙ୍କୁ ଜିତାଇବା ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଚଳାଇଛି। ଗ୍ରାଉଣ୍ଡରେ ଲାଗି ପଡ଼ିଛନ୍ତି ବିଜେଡିର ବରିଷ୍ଠ ନେତା। ଦୀପାଳିଙ୍କୁ ବଡ଼ ବ୍ୟବଧାନରେ ଜିତାଇବାକୁ ସ୍ବତନ୍ତ୍ର ରଣନୀତି କରିଛି ଦଳ।

 

 

Barsha

Recent Posts

ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାମ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାମ । ତିନି ରଥର…

20 mins ago

ଗ୍ରୀଷ୍ମ ଋତୁରେ ଶରୀରରେ ଦେଖାଦେଇ ପାରେ ଭିଟାମିନ୍‌ Dର ଅଭାବ, ବୟସ୍କ ଲୋକଙ୍କୁ ରହିଥାଏ ଅଧିକ ବିପଦରେ

ବର୍ତ୍ତମାନ ସମସ୍ତ ସ୍ଥାନରେ ପ୍ରବଳ ଖରା ହେଉଛି । ଲୋକମାନଙ୍କ ପାଇଁ ଏହି ଗରମ ସହିବ ବହୁତ କଷ୍ଟକର ହୋଇପଡିଛି…

23 mins ago

ଆଜି ହେଉଛି ତିନି ଦିନିଆ ରଜ ଉତ୍ସବର ଶେଷ ଦିନ, ଆସନ୍ତାକାଲି ବସୁମତି ସ୍ନାନ

ରଜ ପାଇଁ ଉତ୍ସବ ମୁଖର ହୋଇଉଠିଛି ପୁର ପଲ୍ଲୀ । ଗାଁ ଦାଣ୍ଡରେ ରଜର ମହମହ ବାସ୍ନା । ବିଶେଷ…

27 mins ago

ଜମି ଜମା ବିବାଦକୁ ନେଇ କରୁଣ ପରିଣିତି, ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା

ମୟୁରଭଞ୍ଜ : ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା । ଭୁଲିଗଲା ସବୁ ସମ୍ପର୍କ । ପିଲାଦିନେ ଯେଉଁ…

38 mins ago

ଫ୍ରିରେ ଏସି ଚଲାଇବାକୁ ଚାହୁଁଛନ୍ତି କି ? ଘର ଛାତ ଉପରେ ଲଗାନ୍ତୁ ଏହି ମେସିନ୍‌

ଆପଣ ଏହି ଗରମରେ ନିଜ ଘରେ ନିଶ୍ଚିତ ଭାବେ ଏସି ଲଗାଇଥିବେ । ଏସିର ବିଲ୍‌ ବି ଅଧିକ ଆସୁଥିବ…

40 mins ago

ଆସନ୍ତାକାଲି ଇଦ ଉଲ ଜୁହା ପର୍ବ, ୪୦ରୁ ଉର୍ଦ୍ଧ୍ବ ମସଜିଦରେ ସମୂହ ନମାଜ ପାଠ

କଟକ : ଆସନ୍ତାକାଲି ମୁସଲମାନ ସମ୍ପ୍ରଦାୟର ଭାଇ ଭଉଣୀମାନେ ଉତ୍ସାହର ସହିତ ପାଳନ କରିବାକୁ ଯାଉଛନ୍ତି ଇଦ ଉଲ ଜୁହା…

45 mins ago