ରାଜ୍ୟ

ବିଧାନସଭାରେ ଶପଥ ନେଲେ ଦୀପାଳି ଦାସ

ଶପଥ ନେଲେ ଦୀପାଳି ଦାସ। ଉପବାଚସ୍ପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ଦୀପାଳିଙ୍କ ମାଆ ଓ ଭାଇ ବିଶାଲ ଉପସ୍ଥିତ ଥିଲେ। ଝାରସୁଗୁଡ଼ା ଉପନିର୍ବାଚନରେ ବିପୁଳ ଭୋଟ୍‌ରେ ବିଜୟୀ ହୋଇଛନ୍ତି ଦୀପାଳି ଦାସ। ବିଧାନସଭାରେ ପହଞ୍ଚିବା ପରେ ଗୃହକୁ ମୁଣ୍ଡିଆ ମାରି ଭିତରେ ପ୍ରବେଶ କରିଥିଲେ।

ଶପଥ ପାଠ ପରେ ନୂଆ ବିଧାୟିକା ଦୀପାଳି କହିଛନ୍ତି, ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବି। ଝାରସୁଗୁଡ଼ାବାସୀଙ୍କ ସେବା ମୋର ମୂଳ ଲକ୍ଷ୍ୟ। ମୋ ବାପା ଝାରସୁଗୁଡ଼ାର ବିକାଶ ପାଇଁ କାମ କରୁଥିଲେ। ଝାରସୁଗୁଡ଼ା ବିକାଶକୁ ଆଗକୁ ତ୍ୱରାନ୍ଵିତ କରିବି ବୋଲି କହିଛନ୍ତି ଦୀପାଳି। ଏହାସହ ମା’ ଓ ମହିଳାଙ୍କ ପାଇଁ ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବି। ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ଆଦର୍ଶରେ କାର୍ଯ୍ୟ କରିବି ବୋଲି କହିଛନ୍ତି ଦୀପାଳି।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago