ରାଜ୍ୟ

ଓପିଜିସି କମ୍ପାନୀର ଭାଙ୍ଗିଲା ଆଶ ପଣ୍ଡ, ଆଖପାଖ ଅଞ୍ଚଳରେ ପଶିଲା ପାଉଁଶ ପାଣି

 ଝାରସୁଗୁଡା : ଝାରସୁଗୁଡା ଜିଲ୍ଲା ବନହରପାଲି ସ୍ଥିତ OPGC କମ୍ପାନୀର ଭାଙ୍ଗିଲା ଆଶ ପଣ୍ଡ। ଆଜି ସକାଳୁ ୩ନଂ ଆଶ ପଣ୍ଡରେ ୨୦ଫଟରୁ ଉର୍ଦ୍ଧ୍ବ ଘାଇ ହୋଇଥିବା ଦେଖିବାକୁ ମିଳିଛି। ଏହି ଆଶ ପଣ୍ଡର ପାଉଁଶ ପାଣି କୁମାରବନ୍ଧ ଗାଁ ସହିତ ଆଖପାଖ ଅଞ୍ଚଳରେ ପଶି ଯାଇଛି। ଏହାକୁ ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଥିବା  ଦେଖିବାକୁ ମିଳିଛି।

Niharanjan

Recent Posts

ବିହାର: ଇଞ୍ଜିନିୟରିଂ କଲେଜ କ୍ୟାଣ୍ଟିନ୍‌ ଖାଦ୍ୟରୁ ବାହାରିଲା ମଲା ସାପ ! ଅନେକ ଛାତ୍ରଛାତ୍ରୀ ଅସୁସ୍ଥ

ଖାଦ୍ୟରୁ ବାହାରିଲା ମଲା ସାପ । ଏମିତି ଅଭିଯୋଗ ଆଣିଛନ୍ତି ବିହାରର ଏକ ଇଞ୍ଜିନିୟରିଂ କଲେଜର ଛାତ୍ରଛାତ୍ରୀ । ବିହାରର…

32 mins ago

ଏହି ସବୁ ପ୍ରମାଣ ପତ୍ର ଥିଲେ ମିଳିବ ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା

ରାଜ୍ୟର ପ୍ରତି ମହିଳାଙ୍କୁ ମିଳିବ ୫୦ହଜାର ଟଙ୍କା । ମଧ୍ୟପ୍ରଦେଶ ଓ ଛତିଶଗଡରେ ସଫଳ ହୋଇଥିବା ଯୋଜନା ଏବେ ଓଡିଶାରେ…

34 mins ago

Air India ବିମାନରେ ପରସାଗଲା ଅଧାରନ୍ଧା ଖାଦ୍ୟ ! ଯାତ୍ରୀ କହିଲେ, ‘୫ ଲକ୍ଷ ଟଙ୍କା ଖର୍ଚ୍ଚ କରି ସମସ୍ୟା ଭୋଗିଲି’

ଏୟାର ଇଣ୍ଡିଆର ଏକ ବିମାନରେ ପରସା ଯାଇଛି ଅଧାରନ୍ଧା ଖାଦ୍ୟ । ଏଭଳି ଅଭିଯୋଗ ଆଣିଛନ୍ତି ବିମାନରେ ଯାତ୍ରା କରୁଥିବା…

50 mins ago

ଟି୨୦ ବିଶ୍ୱକପ ୨୦୨୪ : ସୁପର-୮ରେ ଭାରତ ସହିତ ମୁହାଁମୁହିଁ ହେବେ ଅଷ୍ଟ୍ରେଲିଆ, ବାଂଲାଦେଶ ଏବଂ ଆଫଗାନିସ୍ତାନ

ଟି୨୦ ବିଶ୍ୱକପ ୨୦୨୪ରେ ସୁପର-୮ ଟିମ୍‌ ଘୋଷଣା ହୋଇସାରିଛି । ଭାରତ ବିପକ୍ଷରେ ସୁପର ୮ରେ ଅଷ୍ଟ୍ରେଲିଆ, ବାଂଲାଦେଶ ଏବଂ…

60 mins ago

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ଆଜି ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

2 hours ago

ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

2 hours ago