ରାଜ୍ୟ

ନିଯୁକ୍ତି ନାଁରେ ଠକେଇ କରୁଥିବା ରାକେଟର ମାଷ୍ଟରମାଇଣ୍ଡ ଗିରଫ: ଆଶାୟୀଙ୍କ ଠାରୁ ଠକିଛି କୋଟି କୋଟି ଟଙ୍କା

ଭୁବନେଶ୍ବର(କେନ୍ୟୁଜ୍): ନିଯୁକ୍ତି ନାଁରେ ଠକେଇ କରୁଥିବା ରାକେଟର ମାଷ୍ଟରମାଇଣ୍ଡ ଗିରଫ। ଅଭିଯୁକ୍ତ ଅର୍ପିତ ପଞ୍ଚଲକୁ ମଧ୍ୟପ୍ରଦେଶରୁ ଗିରଫ କରି ଟ୍ରାଞ୍ଜିଟ ରିମାଣ୍ଡରେ ଆଣିଛି ଭୁବନେଶ୍ୱର କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା। ପେଶାରେ ଆଇଟି ଇଞ୍ଜିନିୟର ଥିବା ଅର୍ପିତ ଭାରତର ସବୁଠାରୁ ବଡ଼ ସଂଗଠିତ ଠକେଇ ସଂସ୍ଥାର ଅନ୍ୟତମ ଅଭିଯୁକ୍ତି। ପ୍ରତି ରାଜ୍ୟରେ ଥିବା ଠକ ଏଜେଣ୍ଟଙ୍କ ଜରିଆରେ ନିଯୁକ୍ତି ନାଁରେ ବହୁ ଯୁବକଯୁବତୀଙ୍କ ଠାରୁ କୋଟି କୋଟି ଟଙ୍କା ଠକି ନେଇଛି।

ପ୍ରାୟ ୫୦ହଜାରରୁ ଅଧିକଙ୍କ ଠାରୁ କୋଟି କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ରହିଛି। ଅର୍ପିତ ଉତ୍ତର ପ୍ରଦେଶର ଆଲିଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଫେକ ୱେବସାଇଟ ତିଆରି କରି କମ୍ପ୍ୟୁଟରରୁ ଏହାକୁ ଅପରେଟ କରୁଥିଲା। ଏମାନଙ୍କ ମଧ୍ୟରୁ କେବଳ ଓଡିଶାରୁ ୧୨ହଜାର ଯୁବକଯୁବତୀଙ୍କୁ ଚାକିରି ଦେବା ନାଁରେ ୫୦ହଜାର ଟଙ୍କା ପର୍ଯ୍ୟନ୍ତ ଠକି ନେଇଥିବା ଇଓଡ୍‌ବଲ୍ୟୁ ଜାଣିବାକୁ ପାଇଥିଲା।

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

2 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

4 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

45 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

59 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago