Below header

ଲ୍ଯାଣ୍ଡମାଇନ୍ ବିସ୍ଫୋରଣରେ ସାମ୍ବାଦିକ ମୃତ

କଳାହାଣ୍ଡି(କେନ୍ଯୁଜ୍): ଲ୍ଯାଣ୍ଡମାଇନ୍ ବିସ୍ଫୋରଣରେ ସାମ୍ବାଦିକ ମୃତ । ଖବର ସଂଗ୍ରହରେ ଯାଇଥିବାବେଳେ ବିସ୍ଫୋରଣରେ ମୃତ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଏମ୍.ରାମପୁର ଥାନା କର୍ଲାଖୁଣ୍ଟା ବ୍ରିଜ ନିକଟରେ । ମୃତକ ହେଲେ ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରି ଯୁବ ସାମ୍ବାଦିକ ରୋହିତ ବିଶ୍ୱାଳ । ରୋହିତ ଏକ ଦୈନିକ ଖବରକାଗଜରେ ରିପୋର୍ଟର ଭାବେ କାମ କରୁଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.