ରାଜ୍ଯରେ ସାମ୍ବାଦିକଙ୍କ ସୁରକ୍ଷା ନେଇ ଦାବି

ଭୁବନେଶ୍ବର (କେନ୍ଯୁଜ୍) : ଅସୁରକ୍ଷିତ ସାମ୍ବାଦିକ । ରାଜ୍ୟର ବିଭିନ୍ନ ସ୍ଥାନରେ ସାମ୍ବାଦିକମାନଙ୍କୁ ଆକ୍ରମଣ ହେଉଥିବା ଅଭିଯୋଗ ହେଉଛି । ପ୍ରତିବାଦରେ ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ସାମ୍ବାଦିକ । ସାମ୍ବାଦିକଙ୍କୁ ନ୍ୟାୟ ଓ ସୁରକ୍ଷା ଦେବାକୁ ଦାବି ହୋଇଛି । ଆଗାମୀ ଦିନରେ ସାମ୍ବାଦିକ ସୁରକ୍ଷା ଆଇନ୍‌କୁ ସରକାର କାଯ୍ୟର୍କାରୀ କରିବା ଉପରେ ଦାବି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.