ଭୁବନେଶ୍ବର (କେନ୍ଯୁଜ୍) : ଅସୁରକ୍ଷିତ ସାମ୍ବାଦିକ । ରାଜ୍ୟର ବିଭିନ୍ନ ସ୍ଥାନରେ ସାମ୍ବାଦିକମାନଙ୍କୁ ଆକ୍ରମଣ ହେଉଥିବା ଅଭିଯୋଗ ହେଉଛି । ପ୍ରତିବାଦରେ ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ସାମ୍ବାଦିକ । ସାମ୍ବାଦିକଙ୍କୁ ନ୍ୟାୟ ଓ ସୁରକ୍ଷା ଦେବାକୁ ଦାବି ହୋଇଛି । ଆଗାମୀ ଦିନରେ ସାମ୍ବାଦିକ ସୁରକ୍ଷା ଆଇନ୍କୁ ସରକାର କାଯ୍ୟର୍କାରୀ କରିବା ଉପରେ ଦାବି କରାଯାଇଛି ।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…