Below header

ଓଡ଼ିଶାରେ ଜେ.ପି ନଡ୍ଡା, ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ

ଓଡ଼ିଶାରେ ଜେ.ପି ନଡ୍ଡା । ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଜେ.ପି ନଡ୍ଡାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି ।

ଭୁବନେଶ୍ୱର : ଓଡ଼ିଶାରେ ଜେ.ପି ନଡ୍ଡା । ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଜେ.ପି ନଡ୍ଡାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବେ ନଡ୍ଡା । ଭୁବନେଶ୍ବର ତଥା କଟକରେ ନେତା ଓ କର୍ମୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ । ଗତ ୨୮ ତାରିଖରେ ବ୍ରହ୍ମପୁର ଆସିଥିଲେ । ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ ଜେ.ପି ନଡ୍ଡା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.