ରାଜ୍ୟ

ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶା ଆସିବେ ଜେ ପି ନଡ୍ଡା । ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା । ଚଳିତମାସ ୨୮ କିମ୍ବା ୨୯ରେ ଜେ ପି ନଡ୍ଡା ଆସିବେ ବୋଲି ସୂଚନା ମିଳିଛି । ମୁଖପାତ୍ର ଦିଲ୍ଲୀପ ମଲ୍ଲିକ ଏହି ସୂଚନା ଦେଇଛନ୍ତି ।

ଜେପି ନଡ୍ଡା ଗତ ସେପ୍‌ଟେମ୍ବର ୨୯ ଓ ୩୦ ଦୁଇ ଦିନ ଓଡ଼ିଶାରେ ରହି ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ବିଜେପି ମିଶନ ୨୦୨୪ କିଭଳି ସଫଳ ହେବ ସେନେଇ କାର୍ଯ୍ୟକର୍ତ୍ତମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏହାର କିଛି ଦିନ ପରେ ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା।

Sonalisa

Recent Posts

ବଢ଼ିପାରେ ସ୍କୁଲ ଛୁଟି ଅବଧି, ଗଣଶିକ୍ଷା ବିଭାଗ ବୈଠକରେ ଚାଲିଛି ବିଚାର ବିମର୍ଶ

ଭୁବନେଶ୍ୱର : ବଢ଼ିପାରେ ସ୍କୁଲ ଛୁଟି ଅବଧି। ଖରାର ପ୍ରକୋପକୁ ଦେଖି ସରକାର ଏହି ନିଷ୍ପତ୍ତି ନେଇପାରନ୍ତି । ପୂର୍ବର…

8 mins ago

ଖରାଦିନେ ପ୍ରତିଦିନ କୋଲ୍ଡ ଡ୍ରିଙ୍କସ୍ ପିଉଛନ୍ତି କି? ହୋଇପାରନ୍ତି ଏହି ସବୁ ରୋଗର ଶିକାର

ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ, କୋଲ୍ଡ ଡ୍ରିଙ୍କସ୍ ଯୋଗୁଁ ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ଯଦି ଆପଣ ମଧ୍ୟ ନିୟମିତ…

8 mins ago

ଷ୍ଟୋରୀଟେଲିଙ୍ଗ ଦୁନିଆରେ ପାଦ ଦେଲେ ଆଲିଆ ଭଟ୍ଟ, ଲଞ୍ଚ ହେଲା ପ୍ରଥମ ବହି

ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରମୁଖ ଅଭିନେତ୍ରୀମାନଙ୍କ ମଧ୍ୟରୁ ଆଲିଆ ଭଟ୍ଟ ଅନ୍ୟତମ। ଫିଲ୍ମରେ ତାଙ୍କର ଉତ୍କୃଷ୍ଟ ଅଭିନୟ ସହିତ ଆଲିଆ ଲୋକଙ୍କ…

15 mins ago

ବିଧାସଭାରେ ନୂଆ ବିଧାୟକଙ୍କ ଶପଥ ଗ୍ରହଣ ସମାରୋହ, ସୁରକ୍ଷା କାର୍ଯ୍ୟରେ ୮ ପ୍ଲାଟୁନ ପୋଲିସ

ଭୁବନେଶ୍ୱର : ନୂଆ ବିଧାୟକଙ୍କ ଶପଥ ପାଠ ପାଇଁ ବିଧାସଭା ପ୍ରସ୍ତୁତ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ ଡିଜି…

23 mins ago

ବିହାର: ଇଞ୍ଜିନିୟରିଂ କଲେଜ କ୍ୟାଣ୍ଟିନ୍‌ ଖାଦ୍ୟରୁ ବାହାରିଲା ମଲା ସାପ ! ଅନେକ ଛାତ୍ରଛାତ୍ରୀ ଅସୁସ୍ଥ

ଖାଦ୍ୟରୁ ବାହାରିଲା ମଲା ସାପ । ଏମିତି ଅଭିଯୋଗ ଆଣିଛନ୍ତି ବିହାରର ଏକ ଇଞ୍ଜିନିୟରିଂ କଲେଜର ଛାତ୍ରଛାତ୍ରୀ । ବିହାରର…

56 mins ago

ଏହି ସବୁ ପ୍ରମାଣ ପତ୍ର ଥିଲେ ମିଳିବ ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା

ରାଜ୍ୟର ପ୍ରତି ମହିଳାଙ୍କୁ ମିଳିବ ୫୦ହଜାର ଟଙ୍କା । ମଧ୍ୟପ୍ରଦେଶ ଓ ଛତିଶଗଡରେ ସଫଳ ହୋଇଥିବା ଯୋଜନା ଏବେ ଓଡିଶାରେ…

58 mins ago