ରାଜ୍ୟ

ଭିଜିଲାନ୍ସ ଜାଲରେ କେଉଁଝର ବୁଢ଼ୀକାପୁଡି ପଞ୍ଚାୟତ ଜିଆରଏସ୍, ୨ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ

କେଉଁଝର(କେନ୍ୟୁଜ୍): ୨ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଜିଆରଏସ। କେଉଁଝର ଜିଲ୍ଲା ବୁଢ଼ୀକାପୁଡି ପଞ୍ଚାୟତ ଜିଆରଏସ୍ ନିରାକାର ମହାନ୍ତ। ଜବ୍ କାର୍ଡଧାରୀଙ୍କ ନାମ ପଞ୍ଜିକରଣ କରାଇ ଦେବାକୁ ନେଉଥିଲେ ଏହି ଲାଞ୍ଚ। ଲାଞ୍ଚ ଟଙ୍କା ଜିଆରଏସଙ୍କ ଠାରୁ ଜବତ। ଅଧିକ ତଦନ୍ତ ଜାରି ରଖିଛି ଭିଜିଲାନ୍ସ।

Sonalisa

Recent Posts

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…

16 mins ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

48 mins ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

1 hour ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

1 hour ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

2 hours ago

କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଲେ କେଦାର ଯାଦବ, ଫ୍ୟାନ୍ସଙ୍କୁ ଜଣାଇଲେ ଧନ୍ୟବାଦ

ଟି୨୦ ବିଶ୍ୱକପ ଚାଲିଥିବା ବେଳେ ଭାରତର ପ୍ରଥମ ମ୍ୟାଚ୍‌ ଜୁନ୍‌ ୫ ତାରିଖରେ ଖେଳାଯିବ । ଏହି ମ୍ୟାଚକୁ ଫ୍ୟାନ୍ସ…

2 hours ago