ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ITDAର ସହକାରୀଯନ୍ତ୍ରୀ, ଏକାକାଳୀନ ୬ଟି ସ୍ଥାନରେ ୧୨ଟି ଟିମର ଚାଲିଛି ରେଡ୍

ବାରିପଦା(କେନ୍ଯୁଜ୍): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ITDAର ସହକାରୀ ଯନ୍ତ୍ରୀ । ITDAର ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ।

ଏକାକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସର ଚଢାଉ କରୁଛିି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ନେତୃତ୍ୱରେ ୧୨ଟି ଟିମ୍‌ ବିିଭିନ୍ନ ସ୍ଥାନରେ ଚଢଉ କରୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.