ରାଜ୍ୟ

ଅବସର ନେଲେ ହାଇକୋର୍ଟର ବରିଷ୍ଠ ବିଚାରପତି କୁମାରୀ ଜଷ୍ଟିସ୍‌ ସଞ୍ଜୁ ପଣ୍ଡା

କଟକ(କେନ୍ଯୁଜ୍): ଅବସର ନେଲେ ଜଷ୍ଟିସ୍‌ କୁମାରୀ ସଞ୍ଜୁ ପଣ୍ଡା । ହାଇକୋର୍ଟର ବରିଷ୍ଠ ବିଚାରପତି କୁମାରୀ ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ଅବସର ନେଇଛନ୍ତି । ଏଥିସହ ମାସକ ଭିତରେ ୨ବିଚାରପତି ଅବସର ନେଲେଣି । ମାସକ ପୂର୍ବରୁ ବିଚାରପତି ଜଷ୍ଟିସ୍‌ ପ୍ରଥମ ପଟ୍ଟନାୟକ ଅବସର ଗ୍ରହଣ କରିଥିଲେ । ଏବେ ଜଷ୍ଟିସ୍‌ ପଣ୍ଡାଙ୍କ ଅବସର ପରେ ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୩କୁ ଖସିଛି ।

ହାଇକୋର୍ଟ ବାର୍‌ ଆସୋସିଏସନ ପକ୍ଷରୁ ତାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । କାର୍ଯ୍ୟକ୍ରମରେ ବରିଷ୍ଠ ଆଇନଜୀବୀ ଜଗବନ୍ଧୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଜଷ୍ଟିସ୍‌ ପଣ୍ଡା ୨୦୦୭ ମସିହାରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ନିଯୁକ୍ତି ପାଇଥିଲେ । ୨୦୨୦ରେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେଇଥିଲେ । ଉତ୍କଳ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ତାଙ୍କୁ ଗତ ଏପ୍ରିଲ ୩ତାରିଖରେ ଡକ୍ଟରେଟ୍‌ ଉପାଧିରେ ସମ୍ମାନୀତ କରାଯାଇଛି ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago