Below header

ଜଷ୍ଟିସ ରଘୁବୀର ଦାଶଙ୍କୁ ଓଡ଼ିଶା ମାନବାଧିକାର ଆୟୋଗ-ଓଏଚଆରସି କାର୍ଯ୍ୟକାରୀ ଅଧ୍ୟକ୍ଷ ନିଯୁକ୍ତି

ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ରଘୁବୀର ଦାଶଙ୍କୁ ଓଡ଼ିଶା ମାନବାଧିକାର ଆୟୋଗ-ଓଏଚଆରସି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି । ତାଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଓଏଚଆରସିର ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ନହେବା ଯାଏ ଜଷ୍ଟିସ ଦାଶ ଦାୟିତ୍ୱ ତୁଲାଇବେ । କିଛି ଦିନ ହେଲା ଓଏଚଆରସି ଅଧ୍ୟକ୍ଷ ପଦ ଖାଲି ପଡ଼ିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.