ରାଜ୍ୟ

ଭିଜିଲାନ୍ସ ଜାଲରେ କଳାହାଣ୍ଡି କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍‌, ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢ଼ାଉ

କଳାହାଣ୍ଡି(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ କଳାହାଣ୍ଡି କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । କଳାହାଣ୍ଡି କେ. ଗାଁ ଫରେଷ୍ଟ ରେଞ୍ଜ ଅଫିସର କେଶବ ମାଝୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ଏକକାଳୀନ ଚାରୋଟି ସ୍ଥାନରେ ଚାଲିଛି ଚଢ଼ାଉ ।

କେସିଙ୍ଗା ଓମ୍‌ ନଗରରେ ଥିବା ତିନି ମହଲା ଆବାସିକ ଘରେ ଚାଲିଛି ଚଢ଼ାଉ। କେ.ଗାଁ ସରକାରୀ କାର୍ଯ୍ୟାଳୟରେ ଥିବା କେଶବ ମାଝୀଙ୍କ ଚାମ୍ବରରେ ଚାଲିଛି ଚଢ଼ାଉ। କେ. ଗାଁ ସରକାରୀ କ୍ୱାଟରରେ ମଧ୍ୟ ଚଢ଼ାଉ ଜାରି ରହିଛି । କେସିଙ୍ଗା ବ୍ରାହ୍ମଣୀ ଗାଁରେ ଥିବା ଆବାସିକ ଘରେ ମଧ୍ୟ ଚାଲିଛି ଭିଜିଲାନ୍ସ ଚଢ଼ାଉ। ଚଢ଼ାଉରେ ସାମିଲ ଅଛନ୍ତି ୫ ଡ଼ିଏସପି, ୬ ଇନିସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago