Below header

ଭିଜିଲାନ୍ସ ଜାଲରେ କଳାରାହାଙ୍ଗ ପ୍ରାଣୀଧନ ନିରୀକ୍ଷକ, ୯ଟି ସ୍ଥାନରେ ଚାଲିଛି ଏକକାଳୀନ ଚଢାଉ

ଭୁବନେଶ୍ୱର(କେନ୍ୟୁଜ): ଭିଜିଲାନ୍ସ ଜାଲରେ ପ୍ରାଣୀଧନ ନିରୀକ୍ଷକ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାରାହାଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ରେଡ୍‌। ୯ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ।

ଭୁବନେଶ୍ୱରର ୮ଟି ସ୍ଥାନ ଓ କଟକ ଏବଂ ବାଙ୍କୀର ଗୋଟିଏ ସ୍ଥାନରେ ଚାଲିଛି ଚଢାଉ। କଳାରାହାଙ୍ଗ ଅଫିସ , ପୈତୃକ ଘର ସମେତ ୯ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ।

ଜଗନ୍ନାଥଙ୍କ ଉପସ୍ଥିତିରେ ରୟାଲ ଲାଗୁନ ଆପାର୍ଟମେଣ୍ଟରେ ଚାଲିଛି ରେଡ୍‌। ଚଢ଼ାଉରେ ୫ ଡିଏସ୍‌ପି, ୧୦ ଇନ୍ସପେକ୍ଟରଙ୍କ ସହ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.