ବୌଦ୍ଧ ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ: ବିଦ୍ୟୁତ ଖୁଣ୍ଟ ଉପୁଡି ପଡିବାରୁ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ

ବୌଦ୍ଧ: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗିରହିଛି। ବୌଦ୍ଧ ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ। ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବା ସହ ଅନେକ ଘରଦ୍ୱାର ଭାଙ୍ଗିଯାଇଛି। ପ୍ରବଳ ବର୍ଷା ଓ ପବନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡିବାରୁ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.