Categories: ରାଜ୍ୟ

ଆଜିଠୁ ୨୪ ଘଣ୍ଟା କାମ କରିବ କାଳିଆ କଲ୍‌ ସେଣ୍ଟର , ଚାଷୀଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ବର(କେନ୍ୟୁଜ୍): ଆଜିଠୁ ୨୪ ଘଣ୍ଟା କାମ କରିବ କାଳିଆ କଲ୍‌ ସେଣ୍ଟର । କାଳିଆ ସେଣ୍ଟର ପରିଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଜାନୁଆରୀ ୫ରୁ ଖୋଲାଯାଇଥିଲା କାଳିଆ କଲ ସେଣ୍ଟର । ଭୁବନେଶ୍ୱର ଓକାକ୍‌ ବିଲଡିଂରେ ଏହି କଲ ସେଣ୍ଟର ରହିଛି । କଲ ସେଣ୍ଟରରୁ ଚାଷୀଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଛନ୍ତି । ୧୮୦୦-୫୭୨-୧୧୨୨ ନମ୍ବରରେ ବିନା ଦେୟରେ କଲ କରି ଯୋଜନା ସଂପର୍କରେ ସୂଚନା ପାଇପାରିବେ ।

କାଳିଆ ଯୋଜନାରେ ପ୍ରଥମ ପର‌୍ୟ୍ୟାୟରେ ସମବାୟ ବିଭାଗ ଅଧୀନରେ ପଞ୍ଜିକୃତ ଚାଷୀଙ୍କୁ ଅର୍ଥ ମିଳିବ । ଏଥିପାଇଁ ୧୨ ଲକ୍ଷ ୪୦ ହଜାର ଚାଷୀ ଆକାଉଣ୍ଟକୁ ଟଙ୍କା ପଠାଯିବ ବୋଲି କହିଛନ୍ତି ସମବାୟ ମନ୍ତ୍ରୀ । ପରବର୍ତ୍ତୀ ସମୟରେ ଏବେ ଆବେଦନ କରୁଥିବା ହିତାଧିକାରୀଙ୍କୁ ଟଙ୍କା ଦିଆଯିବ । କାଳିଆ ଯୋଜନାକୁ ନେଇ ଗାଁ ଗହଳିରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଛି । ଏଭିତରେ ୯୦ ପ୍ରତିଶତ ଚାଷୀ ଆବେଦନ କରିଛନ୍ତି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago