ବଲାଙ୍ଗିର : ବିଧାୟକ କେଭି ସିଂଦେଓଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ବଲାଙ୍ଗିରର ଖମ୍ବଶିରିପାଲିରେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି କେଭି ସିଂଦେଓ ଓ ସଙ୍ଗୀତା ସିଂଦେଓ । ଭୁବନେଶ୍ୱରରୁ ଫେରୁଥିବା ବେଳେ ଖମ୍ବଶିରିପାଲି ନିକଟରେ ଏକ ତେଲ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ କେଭିଙ୍କ ଗାଡିର ଆଗ ପଟ ସମ୍ପୂ୍ର୍ଣ୍ଣ ଭାଙ୍ଗି ଯାଇଥିଲା । ଏହାପରେ ଅନ୍ୟ ଏକ ଗାଡ଼ିରେ ଉଭୟ ପାଟଣାଗଡ ଫେରିଥିଲେ ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…