ଭି.କେ ପାଣ୍ଡିଆନଙ୍କୁ ଭେଟିଲେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ

ଭିକେ ପାଣ୍ଡିଆନଙ୍କୁ ଭେଟିଛନ୍ତି କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ । ବିଜେଡିରେ ଯୋଗଦାନ ପାଇଁ ତାଙ୍କୁ ସ୍ୱାଗତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି ।

ଭିକେ ପାଣ୍ଡିଆନଙ୍କୁ ଭେଟିଛନ୍ତି କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ । ବିଜେଡିରେ ଯୋଗଦାନ ପାଇଁ ତାଙ୍କୁ ସ୍ୱାଗତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି । ଆନନ୍ଦ ବ୍ୟକ୍ତ କରିବା ସହିତ କହିଛନ୍ତି, ଯାହା ପ୍ରଭୁ ଜଗନ୍ନାଥଙ୍କର ଇଚ୍ଛା ତାହାହିଁ ଘଟୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.