ପୁରୀରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ଵତ୍‌, ଆଜି ସକାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିଛନ୍ତି ଦର୍ଶନ

ପୁରୀ: ପୁରୀରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ଵତ୍‌ । ଆଜି ସକାଳୁ ଭୁବନେଶ୍ୱରରୁ ପୁରୀ ଆସି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ସିଂହାରି ସେବାୟତ ଖଣ୍ଡୁଆ ତାଙ୍କୁ ମନ୍ଦିର ଭିତରକୁ ପାଛୋଟି ନେଇଥିଲେ ।

kangana ranwatସେ ପତିତପାବନଙ୍କୁ ଦର୍ଶନ କରିବା ପରେ ୨୨ ପାହାଚ ଦେଇ ପ୍ରଭୁଙ୍କ ମଙ୍ଗଳ ଆଳତୀ ଦର୍ଶନ କରିଥିଲେ । ପୂର୍ବ ଘୋଷଣା ମୂତାବକ କଙ୍ଗନା ଆଜି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.