ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର
ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ । ମୟୂରଭଞ୍ଜ କରଞ୍ଜିଆ ବାସଭବନରେ ଚାଲିଛି ଭିଜିଲାନ୍ସ ରେଡ୍ । ଭିଜିଲାନ୍ସର ସ୍ୱତନ୍ତ୍ର ଟିମ ରେଡ୍ କରୁଛନ୍ତି । କରଞ୍ଜିଆ ବାସଭବନ ସମେତ କରଞ୍ଜିଆ ତହସିଲ କାର୍ଯ୍ୟାଳୟ ଏବଂ ଭଦ୍ରକ ଜିଲ୍ଲାରେ ରେଡ୍ ଚାଲିଛି ।