Below header

ଉତ୍କଳ କରାଟେ ସ୍କୁଲର ୩୮ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର (କେନ୍ୟୁଜ୍) : ଉତ୍କଳ କରାଟେ ସ୍କୁଲର ୩୮ ତମ ପ୍ରତିଷ୍ଠା ଦିବସ ଓ ଜାତୀୟ କ୍ରୀଡା ଦିବସ ଅନୁଷ୍ଠିତ ହୋଇଛି । କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କ୍ରୀଡାବିତ ଦିଲ୍ଲୀପ ତିର୍କୀ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମେୟର ଅନନ୍ତ ନାରାୟଣ ଜେନା, ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ବିଭିନ୍ନ ବିଭାଗରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଏଥି ସହିତ କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସାମ୍ବାଦିକଙ୍କୁ ପୁରସ୍କୃତ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.