Categories: ରାଜ୍ୟ

ଯାଜପୁର: ଟ୍ୟାକ୍ସି ଏଣ୍ଡ ମିନିବସ ଆସୋସିଏସନର ସାଧାରଣ ସଂପାଦକ ଭାବେ ମନୋନୀତ ହେଲେ କର୍ଣ୍ଣାଟକେଶରୀ

ଯାଜପୁର ଟାଉନ(କେନ୍ୟୁଜ୍):  ଯାଜପୁର ଟ୍ୟାକ୍ସି ଏଣ୍ଡ ମିନିବସ ଆସୋସିଏସନର ସାଧାରଣ ସଂପାଦକ ଭାବେ କର୍ଣ୍ଣାଟକେଶରୀ ଦାସ ମନୋନୀତ ହୋଇଛନ୍ତି । ପୂର୍ବରୁ ଏହି ପଦବୀରେ ବିଜୟ ମହାନ୍ତି ଥିଲେ । କିନ୍ତୁ ଗତ କିଛି ଦିନ ତଳେ ତାଙ୍କର ହଠାତ୍ ବିୟୋଗ ଘଟିଥିଲା । ଆଜି ଆସୋସିଏସନ ପରିସରରେ ଅନୁଷ୍ଠିତ ଏକ ବୈଠକରେ ଶ୍ରୀଯୁକ୍ତ ଦାସଙ୍କୁ ସର୍ବସମ୍ମତି କ୍ରମେ ସଂପାଦକ ଭାବେ ମନୋନିତ କରାଯାଇଥିଲା ଶ୍ରୀ ଦାସ ନୂତନ ଭାବେ ଦାୟିତ୍ୱ ନେବା ପରେ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ତାଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ । ଆଗାମୀ ଦିନରେ ମିନି ବସ ଏବଂ ଟ୍ୟାକ୍ସି ଆସୋସିଏସନର ସର୍ବାଙ୍ଗିନ ଉନ୍ନତି ପାଇଁ ସେ କାର୍ଯ୍ୟ କରିବେ ବୋଲି ଶ୍ରୀ ଦାସ ସୂଚନା ଦେଇଥିଲେ ।

KNews Bureau

Recent Posts

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

1 min ago

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

34 mins ago

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

1 hour ago

ନିର୍ଵାଚନ ପରବର୍ତ୍ତୀ ହିଂସା, ଦୁଇ ପରିବାରରୁ ୭ ଆହତ

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…

1 hour ago

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

2 hours ago

ବିବାହ ବନ୍ଧନରେ ଆବଦ୍ଧ ହେଲେ ଭେଙ୍କଟେଶ ଆୟର, ଶ୍ରୁତି ରଘୁନାଥନଙ୍କ ଧରିଲେ ହାତ

ଭାରତୀୟ ଟିମ୍‌ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…

2 hours ago