Below header

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାର୍ତ୍ତିକ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ : ଦମ ଅଛି ତ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୁଅନ୍ତୁ

ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ବିଜେପି ୧୦ ପ୍ରତିଶତ ଆସନ ଜିତିବ ନାହିଁ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାର୍ତ୍ତିକ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ । ଦମ ଅଛି ତ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୁଅନ୍ତୁ । ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ବିଜେପି ୧୦ ପ୍ରତିଶତ ଆସନ ଜିତିବ ନାହିଁ । ୧୦ ବର୍ଷ ହେଲା ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ହେବା ପାଇଁ ଚେଷ୍ଟା କରୁଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହିସାବରେ ଭାରତୀୟ ଜନତା ପାର୍ଟି ଆପଣଙ୍କୁ ଘୋଷଣା କରୁନାହିଁ । ଆପଣଙ୍କ ଦଳର ସ୍ଥିତି କଣ ଜାଣନ୍ତୁ । ପାରଳାଖେମୁଣ୍ଡି ନିର୍ବାଚନୀ ସଭାରେ ଆଜି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏମିତି ପ୍ରଶ୍ନ ଉପରେ ପ୍ରଶ୍ନ ପଚାରି ଖୁବ ବର୍ଷିଛନ୍ତି । .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.