Below header

କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା, ୨୨୨କୋଟି ଟଙ୍କାର ମିଳିବ ବୋନସ

କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ୨୨୨କୋଟି ଟଙ୍କାର ବୋନସ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୧୮ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ କେନ୍ଦୁପତ୍ର ତୋଳାଳି , ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କୁ ବୋନସ ଓ ପ୍ରୋତ୍ସାହନ ରାଶି ବାବଦରେ ଏହି ରାଶି ପ୍ରଦାନ କରାଯିବ। ସଚିବାଳୟରେ କେନ୍ଦୁପତ୍ର ଉନ୍ନୟନ ବୋର୍ଡର ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.