ଭୁବନେଶ୍ବର : କେନ୍ଦୁପତ୍ର କର୍ମଚାରୀଙ୍କ ଅବ୍ୟାହତି ବୟସ ୬୨ ବର୍ଷକୁ ବୃଦ୍ଧି । ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ଅବ୍ୟାହତି ବୟସ ୬୦ ବର୍ଷ ଥିବା ବେଳେ ଏବେ ୬୨କୁ ବୃଦ୍ଧି କରାଯାଇଛି । ଏହା ଦ୍ୱାରା ରାଜ୍ୟର ୧୯ଟି କେନ୍ଦୁପତ୍ର ଡିଭିଜନରେ କାମ କରୁଥିବା ୧୮ ହଜାର ୨୮ ଜଣ କେନ୍ଦୁପତ୍ର କର୍ମଚାରୀମାନେ ଉପକୃତ ହେବେ । ଯେଉଁମାନଙ୍କ ମଧ୍ୟରେ ଅଛନ୍ତି ମୁନ୍ସୀ, ଚପରାଶୀ, କେନ୍ଦୁପତ୍ର ବନ୍ଧାଳୀ ଓ ଚେକର ଆଦି କର୍ମଚାରୀ ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…