Below header

୬ ବର୍ଷ ପରେ ଆସିଲା ରାୟ, ଗୁଣିଗାରେଡି ସନ୍ଦେହରେ ହତ୍ୟା ମାମଲାରେ ୩ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦୁଝର: ୬ ବର୍ଷ ପରେ ଆସିଲା ରାୟ । ଗୁଣିଗାରେଡି ସନ୍ଦେହରେ ହତ୍ୟା ମାମଲାରେ ୩ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ । କେନ୍ଦୁଝର ଜିଲ୍ଲା ଅତିରିକ୍ତ ଜିଲ୍ଲା ଦୌରାଜଜ ଲୋକନାଥ ସାହୁ ଏହି ରାୟ ଶୁଣାଇଛନ୍ତି । ଜିଲ୍ଲାର ନାୟକଟ ଥାନା ସାହାରପୁର ଗାଁରେ ଗୁଣିଗାରେଡ଼ି ସନ୍ଦେହରେ ଦଂପତିଙ୍କୁ ହତ୍ୟା କରାଯାଇଥିଲା । ଏହି ଘଟଣାରେ ମୋଟ ୧୨ ଜଣଙ୍କୁ ଗିରଫ କରାଯାଇଥିଲା । ସେଭିତରୁ ୩ ଦୋଷୀଙ୍କୁ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଅନ୍ୟ ୯ଜଣଙ୍କୁ କୋର୍ଟ ଦୋଷମୁକ୍ତ କରିଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.