ଫୁଲବାଣୀ (କେନ୍ୟୁଜ୍): ମଦ ପିଇବା ପୋଲିସ ବାବୁ ମହଙ୍ଗା ପଡ଼ିଲା । କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଆଇଆଇସି ସସପେଣ୍ଡ । ତାଙ୍କ ନାଁ ରମାକାନ୍ତ ପାତ୍ର । ତାଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ଅଭୟ ।
ଗତ ରବିବାର ଦିନ ମଦ ପିଇ ବଜାରରେ ପାଟିତୁଣ୍ଡ କରୁଥିଲେ ଥାନା ବାବୁ । ଏହି ଘଟଣା ପରେ ତାଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଥିଲା । ଏବେ ପୋଲିସ ଡିଜି ତାଙ୍କୁ ସସପେଣ୍ଡ କରିଛନ୍ତି । ଜଣେ ଥାନା ଅଧିକାରୀଙ୍କ ଏଭଳି ଉଶୃଙ୍ଖଳିତ ଆଚରଣକୁ ନିନ୍ଦା କରାଯାଇଥିଲା ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…