Below header

ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ର ଗୁରୁତର ଅସୁସ୍ଥ, କ୍ୟାନସରରେ ପୀଡ଼ିତ ହୋଇ ମୁମ୍ବାଇର ଘରୋଇ ହସ୍ପିଟାଲରେ ଭର୍ତ୍ତି

ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ର ଗୁରୁତର ଅସୁସ୍ଥ। କ୍ୟାନସରରେ ପୀଡ଼ିତ ହୋଇ ମୁମ୍ବାଇର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିଧାୟକଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ପ୍ରଥମ ପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କାର ସହାୟତା ଦେଲେ ସରକାର । ମୁମ୍ବାଇ ଯାଇ ବିଧାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.