ଖୋର୍ଦ୍ଧା(କେନ୍ୟୁଜ୍):ନିର୍ବାହୀ ଯନ୍ତ୍ରୀଙ୍କ କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ଠାବ । ୪ଟି ପ୍ଲଟ ଓ ୨୬ ଲକ୍ଷ ବ୍ୟାଙ୍କ ଜମା ଠାବ କରିଛି ଭିଜିଲାଜ ବିଭାଗ । ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ଦାସଙ୍କ ଘର ଓ ଅଫିସରେ ଭିଜିଲାନ୍ସ ରେଡ୍ । ଆୟରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ରେଡ୍ କରୁଛି ଟିମ୍।
ଭିଜିଲାନ୍ସ ଇନିସ୍ପେକ୍ଟର ମମିତା ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍ ରେଡ୍ କରୁଛି। କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଓ ଅନ୍ୟ ଫାଇଲ ମଧ୍ୟ ଯାଞ୍ଚ କରୁଛି। ମନୋଜଙ୍କ ଭୁବନେଶ୍ୱରରେ ଦୁଇ ମହଲା ବିଲ୍ଡିଂ, ଆଠଗଡ଼ରେ ଏକ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ରହିଛି ।
ସେହିପରି ଭୁବନେଶ୍ୱର, କଟକ ଏବଂ ଆଠଗଡ଼ରେ ୪ଟି ପ୍ଲଟ ରହିଛି । ଏହାସହ ବ୍ୟାଙ୍କରେ ୨୬ଲକ୍ଷ ଟଙ୍କା ଜମା, ୧୮ ଲକ୍ଷ ଟଙ୍କାର ବୀମା ଜମା ରହିଛି । ୯ଲକ୍ଷ ଟଙ୍କାର ସୁନା ଅଳଙ୍କାର, ରୂପା, ୨ଟି ବାଇକ ସହ ଅନ୍ୟାନ୍ୟ ସାମଗ୍ରୀ ଠାବ କରିଛି ଭିଜିଲାନ୍ସ ବିଭାଗ ।
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…
ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…
ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…
ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…
କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…