Below header

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ, ୭ଟି ସ୍ଥାନରେ ରେଡ୍‌ କରୁଛି ଟିମ୍‌

ଖୋର୍ଦ୍ଧା(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ। ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମାନସ ରଞ୍ଜନ ଦାସଙ୍କ ଘର ଓ ଅଫିସରେ ଚଢାଉ। ଏକକାଳୀନ ୭ଟି ସ୍ଥାନରେ ରେଡ୍‌ କରୁଛି ଟିମ୍‌। ଭିଜିଲାନ୍ସ ଇନିସପେକ୍ଟର ମମିତା ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍‌ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅନ୍ୟାନ୍ୟ ଆସବାବପତ୍ରର ଯାଞ୍ଚ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.