ସମସ୍ତଙ୍କ ପାଇଁ ଶିକ୍ଷା । ଏହି ବାର୍ତ୍ତା ଦେଇ ମାଲକାନଗିରି ଜିଲ୍ଲାରେ କିଟ୍ ଓ କିସ୍ ପକ୍ଷରୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମାଲକାନଗିରି ଜିଲ୍ଲାର ମହିଳା ମହାବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ରମେଶ ଚନ୍ଦ୍ର ସେଠୀ, ବ୍ଲକ ଶିକ୍ଷା ଅଧିକାରୀ ହିମାଂଶୁ ସମରଥ, ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଦୁଷ୍ମନ୍ତ ଜେନା, ମାଲକାନଗିରି କଲେଜ ଅଧ୍ୟକ୍ଷ ଅଶୋକ ଷଡଙ୍ଗୀ, ମାଲକାନଗିରି ସାଇନ୍ସ କଲେଜ ପ୍ରିନ୍ସପାଲ ସଚ୍ଚିଦାନନ୍ଦ ମିଶ୍ର ଓ ସମାଜସେବୀ ଦୁର୍ଗା ତ୍ରିପାଠୀଙ୍କ ସହ ଅନେକ ଅତିଥି ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ୫ ଶହରୁ ଅଧିକ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ । କିଟ୍ ଓ କିସ୍ର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଏପରି କାର୍ଯ୍ୟକୁ ଅତିଥିମାନେ ପ୍ରଶଂସା କରିଥିଲେ । ଏଥିରେ କିସ୍ ଜିଲ୍ଲା କୋଡିନେଟର ରମ୍ୟରଞ୍ଜନ ପରିଡ଼ା, ରାଜା, ଉତ୍ତମ ସାହା, ବିନାଶ ମିଶ୍ରଙ୍କ ସହ ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…