Categories: ରାଜ୍ୟ

ଓଡିଆ ସହିଦ ପରିବାରକୁ କିଟ୍ ଓ କିସର ସହାୟତା, ଜଣଙ୍କୁ ଚାକିରି ଓ ପିଲାଙ୍କୁ ମାଗଣା ପାଠ ପଢ଼ାଇବା ପାଇଁ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଦେଲେ ପ୍ରସ୍ତାବ

ଭୁବନେଶ୍ବର (କେନ୍ୟୁଜ୍) : ପୁଲୱାମା ଆକ୍ରମଣରେ ସହିଦ ସିଆରପିଏଫ ଯବାନ ଜଗତସିଂହପୁର ନାଉଗାଁ ବ୍ଲକ ପାରିଶିଖର ଗାଁର ପ୍ରସନ୍ନ ସାହୁଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି କିଟ୍ ଓ କିସର ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତ ।

ସହିଦ ପ୍ରସନ୍ନଙ୍କ ପୁଅ ଓ ଝିଅଙ୍କୁ ଉଚ୍ଚ ଶିକ୍ଷା ପ୍ରଦାନ ସହ ପରିବାରର ଜଣଙ୍କୁ ଚାକିରି ଦେବା ପାଇଁ କହିଛନ୍ତି। ଡ. ସାମନ୍ତଙ୍କ ଠାରୁ ପତ୍ର ପାଇବା ପରେ ପ୍ରସ୍ତାବକୁ ଗ୍ରହଣ କରିବା ସହ ପରିବାର ଲୋକେ ଖୁସି ବ୍ୟକ୍ତ କରି ଡ. ସାମନ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସେହିପରି କଟକ ଜିଲ୍ଲା ନିଆଳି ଥାନା ରତନପୁର ଗାଁର ସହିଦ ମନୋଜ ବେହେରାଙ୍କ ଏକମାତ୍ର ଝିଅର ପାଠପଢ଼ା ଓ ପରିବାରର ଜଣଙ୍କୁ ଚାକିରି ଯୋଗାଇ ଦେବା ଲାଗି ପ୍ରସ୍ତାବ ଦେବା ସହ କିଟ୍ ଓ କିସ୍ ତରଫରୁ ଆର୍ଥିକ ସହାୟତା କରିଛନ୍ତି ଡ. ଅଚ୍ୟୁତ ସାମନ୍ତ ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି କୌଣସି ପ୍ରକାରର ନୂଆ ଯୋଜନା କରିବେ ଏବଂ ସେଥିରେ ସଫଳ ହେବେ

ମେଷ: ଆପଣଙ୍କର କିଛି ନୂଆ କାମରେ ରୁଚି ବଢିବ । ଆଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ ହେବ ।…

4 hours ago

୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି

ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…

5 hours ago

ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ : ଭାରତରେ ଏକ ନମ୍ବର ଓ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…

6 hours ago

ବଜ୍ରାପାତରେ ଜଣେ ମୃତ, ମା’ କିଚକେଶ୍ୱରୀ ଦେବୀ ମନ୍ଦିର କଳସ ଭାଙ୍ଗିଲା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…

7 hours ago

ଆଖି ପିଛୁଳାକେ ଚାଲି ଯାଇଥାନ୍ତା ଜୀବନ, ରେଳ ଯାତ୍ରୀଙ୍କୁ ବଞ୍ଚାଇ ଦେଲେ ସୁରକ୍ଷା କର୍ମୀ

କଟକ (କେନ୍ୟୁଜ୍‌) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍‌ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…

8 hours ago

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

8 hours ago