ରାଜ୍ୟ

୧୮ବର୍ଷରେ ପାଦ ଥାପିଲା କିଟ୍‌, ପ୍ରତିଷ୍ଠା ଦିବସରେ ଯୋଗଦେଲେ ଜାତିସଂଘ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧି ବିଶୋ ପାରାଜୁଲି

ଭୁବନେଶ୍ବର(କେନ୍ୟୁଜ୍): କିଟ୍‌ ବିଶ୍ୱବିଦ୍ୟାଳୟର ୧୮ତମ ପ୍ରତିଷ୍ଠା ଦିବସ ପାଳିତ । ଜାତିସଂଘ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧି ବିଶୋ ପାରାଜୁଲି ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ ବୋଲି କହିଛନ୍ତି। ଏହି ଅବସରରେ ସେ କିଟ୍‌ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ନିଷ୍ଠା, ପ୍ରତିବଦ୍ଧତା ଓ ସମାଜ ପ୍ରତି ଦାୟିତ୍ୱବୋଧକୁ ଭୂୟସୀ ପ୍ରସଂଶା କରିଥିଲେ।

କିଟ୍‌ ଓ କିସ୍‌ ସାମାଜିକ ଦାୟିତ୍ୱବୋଧ ଉପରେ ପର୍ଯ୍ୟବେସିତ ଅନୁଷ୍ଠାନ ବୋଲି କହିଛନ୍ତି ପ୍ରତିଷ୍ଠାତା ଡ. ସାମନ୍ତ। ପ୍ରତିଷ୍ଠା ଦିବସ ଅବସରରେ ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମଓ କିସ୍‌ ମଧ୍ୟରେ ଏକ ବୁଝାମଣାପତ୍ର ଅନୁଷ୍ଠିତ ହୋଇଛି।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

16 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

35 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

43 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

60 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago