Categories: ରାଜ୍ୟ

ଆଜି କିଟ୍‌ ନହ୍ନିପରୀ ଲିଟିଲ ମିସ ଇଣ୍ଡିଆ-୨୦୧୮ର ଗ୍ରାଣ୍ଡ ଫିନାଲେ , ଭାଗନେବେ ୧୦ ପ୍ରତିଯୋଗୀ

ଭୁବନେଶ୍ବର(କେନ୍ୟୁଜ୍) : ଆଜି କିଟ୍‌ ନହ୍ନିପରୀ ଲିଟିଲ ମିସ ଇଣ୍ଡିଆ-୨୦୧୮ର ଗ୍ରାଣ୍ଡ ଫିନାଲେ । ଏଥିରେ ଭାଗନେବେ ୧୦ ଜଣ ପ୍ରତିଯୋଗୀ । ଏହାପୂର୍ବରୁ ଗତକାଲି କିସ୍‌ କ୍ୟାମ୍ପସରେ ଅନୁଷ୍ଠିତ ହୋଇଥିଲା କିଟ୍‌ ନହ୍ନିପରୀ ଲିଟିଲ ମିସ ଇଣ୍ଡିଆର ସେମିଫାଇନାଲ । ଏଥିରେ ୧୯ଟି ରାଜ୍ୟର ୩୫ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ ।

ସେମାନଙ୍କ ମଧ୍ୟରୁ ଦଶ ଜଣ ଫାଇନାଲ ରାଉଣ୍ଡ ପାଇଁ ଜାଗା ପକ୍କା କରିଛନ୍ତି । ସେମିଫାଇନାଲରେ ପ୍ରତିଯୋଗୀମାନେ ନାଚ ଗୀତ ସହ ନିଜ ନିଜର ଜଲଓ୍ଵା ଦେଖାଇ ବିଚାରକଙ୍କ ମନ ଜିଣିବାକୁ ଚେଷ୍ଟା କରିଥିଲେ । କାଯ୍ୟର୍କ୍ରମରେ ବିଶ୍ୱପ୍ରସିଦ୍ଧ ବଂଶୀବାଦକ ଅନ୍ନଦା ପ୍ରସନ୍ନ ପଟ୍ଟନାୟକଙ୍କ ବଂଶୀ ସ୍ୱର ସମସ୍ତଙ୍କୁ ମୁଗ୍ଧ କରିଥିଲା । ଏହି ଅବସରରେ କିଟ୍‌, କିସ୍‌ର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ପ୍ରତିଯୋଗୀଙ୍କୁ ଶୁଭକାମନା ଜଣାଇଥିଲେ ।

KNews Bureau

Recent Posts

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

3 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

19 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

52 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

54 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago