ଆସନ୍ତା ୨୯ ତାରିଖରେ ହେବ କିଟ ନହ୍ନିପରୀ ୨୦୧୯ର ଗ୍ରାଣ୍ଡ ଫିନାଲେ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏ ନେଇ କୋର କମିଟିର ବୈଠକ ଅନୁଷ୍ଠିତ ହୋଇଛି । ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମଳୟ ମହାପାତ୍ର, ସୁଚେତା ପ୍ରିୟବାଦିନୀ , ଶ୍ରଦ୍ଧାଞ୍ଜଳୀ ନାୟକ, ସ୍ମିତା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ନହ୍ନୀପରୀ ପାଇଁ ୨୦୧୭ ମସିହା ସାନଡଙ୍ଗର ମିସ ଓ୍ଵାଲ୍ଡ ଚ୍ୟାଓ ଚ୍ୟାଓ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ୨୦୦୦ ମସିହାରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ଏବେ ଜାତୀୟ ସ୍ତରର ପ୍ରମୁଖ ପ୍ରତିଯୋଗିତା ଭାବେ ପ୍ରତିଷ୍ଠାତା ହୋଇଆସୁଛିା ଆଗାମୀ ବର୍ଷ ଏହାକୁ ଅନ୍ତର୍ଜାତୀୟ ସ୍ତରରେ କରିବାକୁ ଡ.ସାମନ୍ତ ସୂଚନା ଦେଇଛନ୍ତି ।
ଭୁବନେଶ୍ୱର(କେନ୍ୟୁଜ୍): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…
ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…
ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…
ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…
ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…