Categories: ରାଜ୍ୟ

କିଟ୍‌ ବିଶ୍ୱବିଦ୍ୟାଳୟକୁ ମିଳିବ ବିଶ୍ୱ ସ୍ତରୀୟ ବିଶ୍ୱ ବିଦ୍ୟାଳୟର ମାନ୍ୟତା, ମାନବ ସମ୍ବଳ ବିକାଶ ମନ୍ତ୍ରାଳୟକୁ ସୁପାରିଶ କରିଛି ୟୁଜିସି

କିଟ୍‌ ବିଶ୍ୱବିଦ୍ୟାଳୟକୁ ମିଳିବ ବିଶ୍ୱ ସ୍ତରୀୟ ବିଶ୍ୱ ବିଦ୍ୟାଳୟର ମାନ୍ୟତା। କିଟ୍‌କୁ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଏମିନାନ୍‌ସ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟକୁ ସୁପାରିଶ କରିଛି ୟୁଜିସି। ମୋଟ ୧୦ଟି ସରକାରୀ ଓ ୧୦ ଘରୋଇ ବିଶ୍ୱବିଦ୍ୟାଳୟର ନାଁ ସୁପାରିଶ କରାଯାଇଛି। ଏଥିରୁ ଓଡ଼ିଶାରୁ ଏକ ମାତ୍ର ବିଶ୍ୱବିଦ୍ୟାଳୟ ଭାବେ କିଟ୍‌ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଭାରତୀୟ ବିଶ୍ୱବିଦ୍ୟାଳୟକୁ ଆନ୍ତର୍ଜାତିକ ସ୍ତରର ଅନୁଷ୍ଠାନ କରିବାକୁ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଏମିନାନ୍‌ସ ପ୍ରକଳ୍ପ ୨୦୧୭ରୁ ଆରମ୍ଭ ହୋଇଥିଲା।

KNews Bureau

Recent Posts

ହାତୀ ଆକ୍ରମଣରେ ମହିଳା ଗୁରୁତର, ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର : ହାତୀ ଆକ୍ରମଣରେ ମହିଳା ଗୁରୁତର । ଗୁରୁତର ମହିଳା ହେଲେ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଗ୍ରାମର…

7 mins ago

୩୦ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

ବୌଦ୍ଧ ହରଭଙ୍ଗା : ବୌଦ୍ଧ ଅବକାରୀ ବିଭାଗର ଜିଲ୍ଲା ମୋବାଇଲ୍ ୟୁନିଟ୍ ପକ୍ଷରୁ ମହାନଦୀ ୫୭ ନମ୍ବର ଜାତୀୟ ରାଜପଥର…

17 mins ago

ମଥୁରା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ , ବୃଦ୍ଧା ପୋଡ଼ି ଗୁରୁତର

ବୌଦ୍ଧ/ହରଭଂଗା : ବିଳମ୍ବିତ ରାତ୍ରରେ ବୌଦ୍ଧ ଥାନା ଅନ୍ତର୍ଗତ ମଥୁରା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁରେ ଗୋଟିଏ…

32 mins ago

ଆମେରିକାର ଓ୍ଵାଟର ପାର୍କରେ ଫୁଟିଲା ଗୁଳି, ୨ ଶିଶୁଙ୍କ ସମେତ ୮ ଜଣ ଆହତ

ଆମେରିକାରେ ପୁଣି ଫୁଟିଲା ଗୁଳି । ମିଶିଗନର ସବୁଠୁ ବଡ଼ ସହର ଡେଟ୍ରୋଇଟ୍ ନିକଟରେ ଥିବା ଏକ ୱାଟର ପାର୍କରେ…

37 mins ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଦିନ ମଜୁରିଆଙ୍କ ଜୀବନ, ଗାଁ ଲୋକଙ୍କ କ୍ଷତି ପୂରଣ ଦାବି

ଆଳି(କେନ୍ୟୁଜ): ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତି ପୂରଣ ଦାବିରେ କଟକ-ଚାନ୍ଦବାଲି…

1 hour ago

ବିପଦରେ ଗଜରାଜ, ପାଣି ପିଇବାକୁ ଆସି ନାଳରେ ଫସିଗଲେ ୩ ହାତୀ

ନରସିଂହପୁର : କଟକ ଜିଲ୍ଲା ବଡ଼ମ୍ବା ,ନରସିଂହପୁରରେ ବିଭିନ୍ନ ସମୟ ରେ ବିପଦରେ ଗଜରାଜ ଦେଖିବାକୁ ମିଳିଛି । କେତେବେଳେ…

1 hour ago