ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ବିଜେଡି ନେତା ଅନୀଲ ମହାନ୍ତିଙ୍କୁ ହତ୍ୟା

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା । ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ବରୀଗୁଡା ଗାଁର ଯୁବକ ଅନୀଲ ମହାନ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଛି।

ଗଞ୍ଜାମ (କେନ୍ୟୁଜ): ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା । ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ବରୀଗୁଡା ଗାଁର ଯୁବକ ଅନୀଲ ମହାନ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି l ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ରାଜନୈତିକ ଶତ୍ରୁତାରୁ ତାଙ୍କୁ ଜୀବନରୁ ମାରି ଦିଆଯାଇଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।  ଅନୀଲ ବିଜେଡିର ଜଣେ ସକ୍ରିୟ କର୍ମୀ ଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.