ରାଜ୍ୟ

ବରଗଡ଼ରେ ଚାଞ୍ଚଲ୍ୟ: ଛାତରେ ଶୋଇଥିବାବେଳେ ବାପାଙ୍କୁ ହତ୍ୟା କଲା ନୃଶଂସ ପୁଅ

ବରଗଡ଼ (କେନ୍ୟୁଜ): ଛାତ ଉପରେ ମୃତଦେହ । ବାପାଙ୍କୁ ହତ୍ୟା କଲା ନୃଶଂସ ପୁଅ । ଶୋଇଥିବା ଅବସ୍ଥାରେ ଗଳା ଚିପି ହତ୍ୟା କରିଥିବା ଭଳି ସାଂଘାତିକ ଅଭିଯୋଗ ଆସିଛି ବରଗଡ ଜିଲ୍ଲା ଭେଡେନ ବ୍ଲକ ସହଁରାଟିକ୍ରା ଗାଁରୁ। ମୃତକ ମଙ୍ଗନିଆଁ ସେଠ । ଗତକାଲି ରାତିରେ ମଙ୍ଗନିଆ ଛାତ ଉପରେ ଶୋଇଥିବାବେଳେ ପୁଅ ଗୋପାଳ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୋଲିସ ଗୋପାଳକୁ ଅଟକ ରଖି ପଚରାଉଚରା କରୁଛି। ତେବେ ହତ୍ୟାର କାରଣ ଜଣାପଡିନି।

ସେହିପରି ଅନୁଗୁଳ ଜରପଡ଼ା ଜେରେଙ୍ଗ ତଳସାହିରେ ପୂର୍ବତନ ସରପଞ୍ଚଙ୍କୁ ନିର୍ମମ ହତ୍ୟା କରାଯଇଛି । ଛାତ ଉପରେ ଶୋଇଥିବାବେଳେ ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗିଦେଇଥିଲେ । ଆଜି ସକାଳେ ତାଙ୍କ ମୃତଦେହକୁ ନିଜ ଘର ସାମ୍ନାରୁ ଉଦ୍ଧାର କରାଯାଇଛି ।

Barsha

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

5 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

12 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

28 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

34 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

47 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago