Below header

ମାଟ୍ରିକ୍ ପରୀକ୍ଷାରେ କିସ୍ ଛାତ୍ରଛାତ୍ରୀଙ୍କ ସଫଳତା, ୯୫% ପାସହାର

ଦଶମ ପରୀକ୍ଷାରେ କିସ୍ ଛାତ୍ରଛାତ୍ରୀଙ୍କ ସଫଳତା । କିସ୍ର ୯୫% ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ଅଧିକାଂଶ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । କିସର ସକିଲା ମାଝୀ ୯୩% ମାର୍କ ରଖିଛନ୍ତି । ସମୁଦାୟ ୧୬୭୬ ପିଲା ପରୀକ୍ଷା ଦେଇଥିଲେ । ଛାତ୍ରଙ୍କ ଅପେକ୍ଷା ଛାତ୍ରୀଙ୍କ ସଫଳତା ହାର ଅଧିକ ରହିଛି। ୧୬୪ ଜଣ ଆଦିମ ଜନଜାତି ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହି ସଫଳତା ପାଇଁ ଶୁଭେଚ୍ଛା ଜଣାଇଲେ କିଟ୍ ଓ କିସ୍ର ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତ। ଶିକ୍ଷକ,ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.