Below header

ଓଡ଼ିଶା ଫେରିଲେ ସୁନା ପୁଅ କିଶୋର ଜେନା, କ୍ରୀଡା ବିଭାଗ ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର ବିମାନ ବନ୍ଦରରେ କିଶୋରଙ୍କୁ କ୍ରୀଡା ବିଭାଗ ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି । ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ସ୍ବାଗତ ଜଣାଇଥିଲେ।

କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶା ଫେରିଲେ କିଶୋର ଜେନା ବୁଦାପେଷ୍ଟରେ ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପରେ ଅଂଶଗ୍ରହଣ କରି ଓଡ଼ିଶା ଫେରିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ କିଶୋରଙ୍କୁ କ୍ରୀଡା ବିଭାଗ ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି । ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ସ୍ବାଗତ ଜଣାଇଥିଲେ।

ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପରେ ୮୪.୭୭ମିଟର ଜଭଲିନ୍ ଫିଙ୍ଗି ଶ୍ରେଷ୍ଠ ପ୍ରଦର୍ଶନ ସହ ପଞ୍ଚମ ସ୍ଥାନରେ ରହିଥିଲେ। ଏବେ ଫୋକସରେ ଏସିଆନ୍ ଗେମ୍ସ । ଓଡ଼ିଶା ସରକାର ୨୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.