ରାଜ୍ୟ

ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ହେଲେ କିଶୋର ପଟେଲ

ଭୁବନେଶ୍ବର(କେନ୍ୟୁଜ୍):  ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ  କଂଗ୍ରେସ ଘୋଷଣା କଲା ପ୍ରାର୍ଥୀଙ୍କ ନାମ। ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ପଟେଲଙ୍କୁ କଂଗ୍ରେସ ପ୍ରାର୍ଥୀ ଭାବେ ଘୋଷଣା କରିଛି।

ଏପଟେ ଆଜି ବିଜେଡି ପ୍ରାର୍ଥୀ ଭାବେ ଅଳକା ମହାନ୍ତିଙ୍କ ନାମ ଘୋଷଣା କରିଛି। ବ୍ରଜରାଜନଗରର ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ବିଧବା ପତ୍ନୀ ହେଉଛନ୍ତି ଅଳକା ମହାନ୍ତି। ସେହିଭଳି ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିବା ନେଇ ଦଳ ପକ୍ଷରୁ ଘୋଷଣା ହୋଇଛି। ସେ ୨୦୧୪ରେ ବ୍ରଜରାଜନଗରରୁ ବିଜେପି ଟିକେଟରେ ନିର୍ବାଚନ ଜିତିଥିଲେ। କଂଗ୍ରେସ ପକ୍ଷରୁ ପୁରୁଖା ରାଜନେତା ଶ୍ରୀ ପଟେଲଙ୍କୁ ପ୍ରାର୍ଥୀ କରାଯାଇଥିବାରୁ ଲଢ଼େଇ ତ୍ରିମୁଖୀ ହେବ ବୋଲି କୁହ‌ାଯାଉଛି।

KNews Bureau

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

14 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

27 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

27 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

10 hours ago