Categories: ରାଜ୍ୟ

ଆସନ୍ତା ଜାନୁଆରୀ ୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦଘାଟନ ହେବ ମୟୂରଭଞ୍ଜ କିସ୍‌ ଶାଖା

ବାରିପଦା (କେନ୍ୟୁଜ୍) : ଆସନ୍ତା ଜାନୁଆରୀ ୮ରେ ଉଦଘାଟନ ହେବ ମୟୂରଭଞ୍ଜ କିସ୍‌ ଶାଖା । ଏହି କିସ୍‌ ଆଦାନୀ ଶାଖାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପରିପ୍ରେକ୍ଷୀରେ ଆଜି କିସ୍‌ ଓ କିଟ୍‌ର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ଏବଂ ଆଦାନୀ ଫାଉଣ୍ଡେସନର ପ୍ରତିନିଧି ତଥା ଧାମରା ପୋର୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବ୍ରତ ତ୍ରିପାଠୀ ଉଦଘାଟନୀ କାର୍ଯ୍ୟକ୍ରମର ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରସ୍ତୁତି ତଦାରଖ କରିଛନ୍ତି । ମୟୂରଭଂଜ ଏସପି ପାରମାର ସ୍ମିଥ ପୁରୁଷୋତ୍ତମଦାସ ମଧ୍ୟ ଉପସ୍ଥିତି ରହି ମୁଖ୍ୟମନ୍ତ୍ରୀଙ୍କ ସଭାସ୍ଥଳ ଓ ଉଦଘାଟନ ସ୍ଥଳ ଉଭୟ ପରିଦର୍ଶନ କରି କାର୍ଯ୍ୟକ୍ରମ ପ୍ରସ୍ତୁତି ନେଇ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ କିସ୍‌ ଓ ଆଦାନୀ ଫାଉଣ୍ଡେସନର ବହୁ ଉଚ୍ଚ ପଦାଧିକାରୀମାନ ଉପସ୍ଥିତ ଥିଲେ ।

KNews Bureau

Recent Posts

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

2 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

10 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

28 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

30 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago