କିସ୍ ପରିସରରେ ଗାନ୍ଧିଙ୍କ ତିରୋଧାନ ଦିବସ ପାଳିତ, କିସ୍ ପ୍ରତିଷ୍ଠାତାଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର(କେନ୍ୟୁଜ) : କିସ୍ ପରିସରରେ ଜାତିର ପିତା ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି। କିଟ୍ ଓ କିସ୍ ପ୍ରତିଷ୍ଠାତା ଡ ଅଚ୍ୟୁତ ସାମନ୍ତ କିସ୍ ପରିସରରେ ଥିବା ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ କିସ୍ ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପିକେ ରାଉତରାୟ, ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ପାତ୍ର ପ୍ରମୁଖ ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ସ୍ମୃତିଚାରଣ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.