Categories: ରାଜ୍ୟ

କିସ୍‌ ବିଶ୍ୱବିଦ୍ୟାଳୟରେ ବିଜ୍ଞାନ ମେଳା, ଛାତ୍ରଛାତ୍ରୀମାନେ ପ୍ରଦର୍ଶିତ କଲେ ୧୧୦ଟି ପ୍ରୋଜେକ୍ଟ

ଭୁବନେଶ୍ବର(କେନ୍ୟୁଜ୍): କିସ୍‌ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି ବିଜ୍ଞାନ ମେଳା । ଦ୍ୱିତୀୟରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଏଥିରେ ଅଂଶଗ୍ରହଣ କରିଥିଲେ । ପ୍ରାୟ ୧୧୦ଟି ପ୍ରୋଜେକ୍ଟ ପଦର୍ଶିତ କରାଯାଇଥିଲା । ବର୍ଷା ପାଣିକୁ କିଭଳି ନଷ୍ଟ ନକରି କାର୍ଯ୍ୟରେ ଲଗାଯାଇ ପାରିବ, ପ୍ରଦୂଷଣ ରୋକିବା, ପ୍ଲାଷ୍ଟିକ ଠାରୁ ଦୂରେଇ ରହିବା ଭଳି ଥିମ୍‌ ଏହି ବିଜ୍ଞାନ ମେଳାର ମୁଖ୍ୟ ଆକର୍ଷଣ ଥିଲା ।

ମୁଖ୍ୟ ଅତିଥି ଭାବେ ବିଇଓ ସସ୍ମିତା ମାଳି ଯୋଗ ଦେଇଥିବା ବେଳେ ସିଇଓ ପ୍ରଶାନ୍ତ ରାଉତରାୟ, କିଟ୍‌ ଓ କିସ୍‌ ସମ୍ପାଦକ ଆର୍‌.ଏନ୍‌. ଦାସ ଓ ଡେପୁଟି ସିଇଓ ପ୍ରମୋଦ ପ୍ରାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

24 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

33 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago