ରାଜ୍ୟ

‘ଜି୨୦’ ଶିଖର ସମ୍ମିଳନୀ: ବିଶ୍ବ ନେତାଙ୍କୁ ଭିନ୍ନ ଢଙ୍ଗରେ ସ୍ୱାଗତ କରିଛନ୍ତି କିସର ଛାତ୍ରଛାତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ବିଶ୍ୱ ଦେଖିବ ଭାରତର ନେତୃତ୍ୱ । ଦିଲ୍ଲୀରେ G20 ସମ୍ମିଳନୀରେ ଯୋଗ ଦେବାକୁ ଆସିଥବା ଅତିଥିମାନଙ୍କୁ ଭିନ୍ନ ଢଙ୍ଗରେ ସ୍ୱାଗତ କରିଛନ୍ତି କିସର ୪୦ ହଜାର ଜନଜାତି ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀମାନେ G20ର ମାନବ ଲୋଗୋ ପ୍ରସ୍ତୁତ କରି ସେମାନଙ୍କୁ ସ୍ୱାଗତ କରିଛନ୍ତି । ଏଥିସହ G20 ସମ୍ମିଳନୀ ଆୟୋଜନ ପାଇଁ ଛାତ୍ରଛାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେମାନଙ୍କର ଏହି ସ୍ୱାଗତ ଅତି ଚିତାକର୍ଷକ ହୋଇଥିଲା ।

ନୂଆଦିଲ୍ଲୀରେ G20 ସମ୍ମିଳନୀ ଆଜିଠାରୁ ଆରମ୍ଭ ହେଉଥିବା ବେଳେ ଏଥିରେ ଯୋଗଦେବା ପାଇଁ ୨୦ ରାଷ୍ଟ୍ରର ମୁଖ୍ୟ ଭାରତରେ ପହଞ୍ଚିଛନ୍ତି । କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପରାମର୍ଶ କ୍ରମେ କିସର ଛାତ୍ରଛାତ୍ରୀମାନେ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ଏଭଳି ସ୍ୱତନ୍ତ୍ର ଢ଼ଙ୍ଗରେ ସ୍ୱାଗତ କରିଛନ୍ତି ।

Barsha

Recent Posts

ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ବ୍ୟବସାୟୀଙ୍କ ପାଇଁ ଆଜି କିପରି କଟିବ ଦିନ

ମେଷ: ଚାକିରିରେ ସ୍ଥାନ ପରିବର୍ତ୍ତନର ଯୋଗ ରହିଛି । ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବେ…

6 mins ago

ଲୋକସଭାରେ ବିଜେପିର ୨୧ ରୁ ୨୦ ଆସନ ଦଖଲ, କଂଗ୍ରେସକୁ ମିଳିଲା ଗୋଟିଏ

ଭୁବନେଶ୍ୱର (କେନ୍ୟୁଜ): ଶେଷ ହେଲା ଭୋଟ ଗଣତି । ସାମନାକୁ ଆସିଲା ପ୍ରାର୍ଥୀଙ୍କ ଭାଗ୍ୟର ଫଳାଫଳ । ଉଭୟ ବିଧାନସଭା…

13 mins ago

୭୮ରେ ବିଜେପିର ବାଜିମାତ : ସରକାର କରିବ ଗଠନ, ୫୧ ରେ ବିରୋଧୀ ଆସନରେ ବିଜେଡି

ଭୁବନେଶ୍ୱର (କେନ୍ୟୁଜ): ଶେଷ ହେଲା ଭୋଟ ଗଣତି । ସାମନାକୁ ଆସିଲା ପ୍ରାର୍ଥୀଙ୍କ ଭାଗ୍ୟର ଫଳାଫଳ । ଉଭୟ ବିଧାନସଭା…

40 mins ago

ଏହି କ୍ରୁଜ୍‌ ସବୁଠୁ ଦାମୀ, ଅମ୍ବାନୀଙ୍କ ପାର୍ଟି ଜାହଜ ଏହା ତୁଳନାରେ କିଛି ନୁହେଁ

ଦୁନିଆର ସବୁଠୁ ବଡ କ୍ରୁଜ୍ ଜାହାଜ । ୧୨୦୦ ଫୁଟ ଲମ୍ବ ଏବଂ ୨୦ ମହଲା ଉଚ୍ଚ ଆଇକନ୍ ନାମକ…

3 hours ago

ଓଡ଼ିଶା ନିର୍ବାଚନ ଫଳାଫଳ ୨୦୨୪: ଏବେ ଯାଏ ଫଳାଫଳ, ଗଣତି ଜାରି

ଭୁବନେଶ୍ୱର (କେନ୍ୟୁଜ): ଚାଲିଛି ଭୋଟ ଗଣତି । ସାମନାକୁ ଆସିଛି ପ୍ରାର୍ଥୀଙ୍କ ଭାଗ୍ୟର ଫଳାଫଳ । ଉଭୟ ବିଧାନସଭା ଓ…

4 hours ago

ଭାରତରେ ଏହି ସ୍ଥାନ ଚା’ ପିଉଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଜାଣନ୍ତୁ …

ରାତି ପାହିଲେ କପେ ଚା’ ନ ପିଇଲେ ଦିନ ଆରମ୍ଭ ହୁଏ ନାହିଁ । ମନ ଭଲ ଲାଗେ ନାହିଁ…

5 hours ago