ରାଜ୍ୟ

ଆସନ୍ତାକାଲି ଠାରୁ କଟକରେ ତିନି ଦିନ ଧରି ଅନୁଷ୍ଠିତ ହେବ କାଇଟ ଉତ୍ସବ

କଟକ(କେନ୍ୟୁଜ୍):  ଆସନ୍ତାକାଲି ଠାରୁ ତିନି ଦିନ ଧରି ଅନୁଷ୍ଠିତ ହେବ କଟକ କାଇଟ ଉତ୍ସବ। ଏ ନେଇ ସୂଚନା ଦେଲେ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। ଓରମାସ, ମିଶନ ଶକ୍ତିର ମିଳିତ ସହଭାଗିତାରେ ଜିଲ୍ଲା ପ୍ରଶାସନ ଏହି ତିନି ଦିନିଆ କଟକ କାଇଟ ଉତ୍ସବ ବାରବାଟୀ ପ୍ଯାଲସ ଅନୁଷ୍ଠିତ ହେବ।

ମିଶନ ଶକ୍ତି ଅଧୀନରେ ସ୍ୱାବଲମ୍ବୀ ହୋଇଥିବା ମହିଳା ଉଦ୍ୟଗୀଙ୍କ ବିଭିନ୍ନ ପ୍ରକାରର ଉତ୍ପାଦ ଏହି ମିନି ମେଳାରେ ପ୍ରଦର୍ଶିତ ହେବା ସହ ବିକ୍ରୀ କରାଯିବ। ମହିଳା ଉଦ୍ୟୋଗୀମାନଙ୍କ ଦ୍ବାରା  ନିର୍ମିତ ବିଭିନ୍ନ ହସ୍ତତନ୍ତ, ବୁଣାକାର ଓ ହସ୍ତତନ୍ତ ସାମଗ୍ରୀ ପ୍ରଦର୍ଶନ ପାଇଁ ୧୮ ଟି ଷ୍ଟଲ ସ୍ଥାନ ପାଇବ। ଏହାଛଡ଼ା ଟେରାକଟା ସାମଗ୍ରୀ, କତା ସାମଗ୍ରୀ ଆଦି ବିକ୍ରୀ ହେବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ଯକ୍ରମର ଆୟୋଜନ କରିବ ଜିଲ୍ଲା ପ୍ରଶାସନ।

 

 

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

3 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

6 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

7 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

7 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

9 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

10 hours ago