ରାଜ୍ୟ

ଏସବୁ ଲକ୍ଷଣ ଥିଲେ ଆପଣ ହୋଇଥାଇପାରନ୍ତି ଡେଲ୍ଟା ପ୍ଲସ ଆକ୍ରାନ୍ତ

କେନ୍ୟୁଜ୍(ବ୍ୟୁରୋ):  ଡେଲଟା ପ୍ଲସ ଷ୍ଟ୍ରେନକୁ ନେଇ ବଢୁଛି ଚିନ୍ତା । ୧୧ଟି ରାଜ୍ୟରେ ୪୮ କେସ୍‌ ସାମ୍ନାକୁ ଆସିବା ପରେ ମହାରାଷ୍ଟ୍ର, କେରଳ, ମଧ୍ୟପ୍ରଦେଶ ଓ ତାମିଲନାଡୁକୁ ହାଇ ଆଲର୍ଟରେ ରଖାଯାଇଛି । ଡେଲ୍ଟା ପ୍ଲସ୍‌ ପ୍ରଜାତିର ଭୂତାଣୁରେ ସଂକ୍ରମିତ ହୋଇ ଦେଶରେ ଏଯାଏ ୩ ଜଣଙ୍କ ମୃତ୍ୟୁ ହୋଇଛି । ମଧ୍ୟପ୍ରଦେଶରେ ଦୁଇଜଣ ଓ ମହାରାଷ୍ଟ୍ରରେ ଜଣଙ୍କର ଜୀବନ ଯାଇଛି । ଏହା ଦେଶରେ କରୋନାର ତୃତୀୟ ଲହର ପାଇଁ କାରଣ ପାଲଟିବ ବୋଲି ଆଶଙ୍କା କରାଯାଉଛି ।

ଡେଲଟା ପ୍ଲସ ଭୂତାଣୁରେ ଆକ୍ରାନ୍ତଙ୍କଠାରେ କିଛି ନୂଆ ପ୍ରକାର ଲକ୍ଷଣ ଦେଖାଦେଉଛି। ଲଣ୍ଡନ ସ୍ଥିତ କିଙ୍ଗସ କଲେଜର ଅଧ୍ୟୟନରୁ ଡେଲଟା ପ୍ଲସ ଷ୍ଟ୍ରେନର ଲକ୍ଷଣ ସଂର୍ପକରେ ଜଣାପଡ଼ିଛି । ଡେଲଟା ପ୍ଲସରେ ଆକ୍ରାନ୍ତଙ୍କ ଗ୍ୟାଷ୍ଟ୍ରୋ ଇଣ୍ଟେଷ୍ଟିନାଲ ସମସ୍ୟା ଦେଖବାକୁ ମିଳୁଛି । ଆକ୍ରାନ୍ତଙ୍କ ପେଟରେ ପ୍ରବଳ ଯନ୍ତ୍ରଣା ହେଉଛି । ବାନ୍ତି ହେବା ସହ ଭୋକ କମିବାରେ ଲାଗିଛି । ଶ୍ରବଣ ଶକ୍ତି କମିବା ସାଙ୍ଗକୁ ଗଣ୍ଠିରେ ଘୋଳାବିନ୍ଧା ହେବା ଦେଖିବାକୁ ମିଳୁଛି ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago