ଆଜି କମିଛି ସୁନା ଦର, ନଜର ପକାନ୍ତୁ ଆଜି କେତେ ରହିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭,୧୫୦ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୩୯୦ ଟଙ୍କା ଟଙ୍କା ଓ ୫୭,୧୫୦  ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର।   ଆଜି ସୁନା ଦର କମିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭,୧୫୦ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୩୯୦ ଟଙ୍କା ଟଙ୍କା ଓ ୫୭,୧୫୦  ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୫୯୦ ଟଙ୍କା ଓ ୫୭,୩୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୫୪୦ ଟଙ୍କା ଓ ୫୭,୩୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୨,୯୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୭,୭୫୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୩୯୦ ଟଙ୍କା ଓ ୫୭,୧୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୧,୧୦୦ ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.